ଜୟପାଟଣା ସରସ୍ବତୀ ବିଦ୍ୟା ମନ୍ଦିରରେ ନମାମି ଭାରତମ କାର୍ଯ୍ୟକ୍ରମ
ଜୟପାଟଣା ସରସ୍ୱତୀ ଶିଶୁ ମନ୍ଦିରରେ ‘ନମାମି ଭାରତମ୍, ବନ୍ଦେ ମାତରମ୍’ କାର୍ଯ୍ୟକ୍ରମ ଉଦ୍ଘାଟିତ
କଲାହାଣ୍ଡି ଜିଲ୍ଲା ଜୟପାଟଣାସ୍ଥିତ ସରସ୍ୱତୀ ଶିଶୁ ମନ୍ଦିର ପରିସରରେ ‘ନମାମି ଭାରତମ୍, ବନ୍ଦେ ମାତରମ୍’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶଭକ୍ତିର ପରିବେଶ ମଧ୍ୟରେ ଆୟୋଜିତହୋଇଛି।
ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅଭିଭାବକମାନେ ଯୋଗଦେଇ ଦେଶପ୍ରେମ ଓ ଜାତୀୟ ଏକତାର ବାର୍ତ୍ତା ଦେଇଥିଲେ। ଛାତ୍ରଛାତ୍ରୀଙ୍କ ପକ୍ଷରୁ ଦେଶଭକ୍ତିମୂଳକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଥିଲା।
କାର୍ଯ୍ୟକ୍ରମରେ ବକ୍ତାମାନେ ଦେଶର ଗୌରବ, ସଂସ୍କୃତି ଓ ଜାତୀୟ ଏକତାର ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ସମଗ୍ର କାର୍ଯ୍ୟକ୍ରମ ଦେଶଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଥିଲା।

What's Your Reaction?
Like
1
Dislike
0
Love
0
Funny
0
Wow
0
Sad
0
Angry
0
Comments (0)